୯ଟି ଜିଲ୍ଲାରେ ବୃଦ୍ଧି ପାଇବ ପ୍ରଚଣ୍ଡ ରୌଦ୍ରତାପ…
ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ଗ୍ରୀଷ୍ମ ଲହରୀ ବୃଦ୍ଧି ପାଇଥିବା ବେଳେ ଶନିବାର ସନ୍ଧ୍ୟାରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ପଶ୍ଚିମ ଓଡ଼ିଶାର ୯ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନାନୁଯାୟୀ,…