ପିପିଲି: ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼ ଅଭିଯୋଗ
ପିପିଲି : ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ଶୁକ୍ରବାର ରାତିରେ କେହି ଦୁବୃର୍ତ୍ତ ବୋମାମାଡ଼ କରିବା ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି ।
ମିଳିଥିବା ସୂଚନାନୁଯାୟୀ ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ…