ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ସଂଗୀତା କୁମାରୀ ସିଂହଦେଓ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓଙ୍କୁ ୧୯୫୧୬ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସଂଗୀତା କୁମାରୀ ସିଂହଦେଓ ସମୁଦାୟ ୪୯୮୦୮୬ ଭୋଟ୍ ପାଇଥିବାବେଳେ…