Latest Odisha News

BREAKING NEWS

Yearly Archives

2019

ଜାଣନ୍ତୁ, ଐତିହାସିକ ବରଗଡ଼ ଧନୁଯାତ୍ରାର କିଛି ଅଜଣା କାହାଣୀ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ଯାହା ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ…

ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟକୁ ଉଡିବ ସିଧାସଳଖ ବିମାନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ୱରରୁ ସୁରଟ୍ ଲାଗି ସିଧାସଳଖ ବିମାନ ସେବା ପ୍ରଦାନ କରିବ ଏୟାର ଇଣ୍ଡିଆ ବିମାନ । ଯାହାଫଳରେ ଓଡିଶାବାସୀଙ୍କର ବହୁଦିନର ଦାବି ପୂରଣ ହେବ । https://twitter.com/ushapadhee1996/status/1211342016484757510?s=20 ଏନେଇ…

ମହାନ ସଙ୍ଗୀତକାର ପୂର୍ଣ୍ଣ ଖୁଣ୍ଟିଆଙ୍କର ପରଲୋକ

ଭୁବନେଶ୍ୱର: ଓଡ଼ିଶା ସଙ୍ଗୀତ ଦୁନିଆର ମହାନ ସଙ୍ଗୀତକାର ପୂର୍ଣ୍ଣ ଖୁଣ୍ଟିଆଙ୍କର ସୋମବାର ଭୋରରୁ ହୃଦଘାତରେ ମୃତ୍ୟୁ ଘଟିଛି। ଏକାଧାରରେ ଜଣେ ସଙ୍ଗୀତ ନିର୍ଦ୍ଦେଶକ ତଥା ସଙ୍ଗୀତ ପରିଚାଳକ ଥିବା ପୂର୍ଣ୍ଣଙ୍କର ୭୨ ବର୍ଷ ବୟସରେ ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି…

ଜାଡରେ ଥରୁଛି ଓଡିଶା; ୧୦ ଡିଗ୍ରୀ ତଳେ ୧୬ ସ୍ଥାନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବାବେଳେ ସୋମବାର ଦିନ ୧୦ ଡିଗ୍ରି ତଳେ ରହିଛି ଓଡିଶାର ୧୬ଟି ସ୍ଥାନର ତାପମାତ୍ରା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁଯାୟୀ ସୋନପୁର (୫.୪) ରାଜ୍ୟର ସବୁଠୁ ଥଣ୍ଡା ସହର ହୋଇଥିବା ବେଳେ କନ୍ଧମାଳ ଜିଲ୍ଲା…

କଂସଙ୍କ ରାଜୁତିରେ ଦୁଲୁକିବ ବରଗଡ; ଦ୍ୱାପର ଯୁଗକୁ ଫେରିଯିବ କଳିଯୁଗର କାହାଣୀ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମଙ୍ଗଳବାର ଦିନଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ସାରା ସହର ଚଳଚଞ୍ଚଳ ହୋଇପଡିଛି । ଦୀର୍ଘ ୧୧ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଧନୁଯାତ୍ରା ମହୋତ୍ସବ ପାଇଁ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଶ୍ୱପ୍ରସିଦ୍ଧ ଏହି ମହାନାଟକ…

ଆସନ୍ତୁ ବୁଲିଯିବା କଳା ମୁଗୁନି ପଥରର ପ୍ରସିଦ୍ଧ ଗାଁ’ ଖିଚିଂ !

ବାରିପଦା: ମୁଗୁନି ପଥର ଏବଂ କଳା କାରୁକାର୍ଯ୍ୟ ଲାଗି ମୟୂରଭଞ୍ଜର ଖିଚିଂ ବେଶ୍ ପ୍ରସିଦ୍ଧି ଲାଭ କରିପାରିଛି । କଳା ମଚମଚ ମୁଗୁନି ପଥରରେ ନିର୍ମିତ ଖିଚିଂର କଳାକୃତିକୁ ଆମେ ଅତି ନିକଟରୁ ପରଖିପାରିବା ଯଦି କେବେ ଖିଚିଂ ବୁଲିଯିବା । ଏହି ଶୀତ ଦିନରେ ଖିଚିଂ ବୁଲିଆସିବା ଲାଗି ପ୍ରକୃଷ୍ଟ ସମୟ ।…

ଆସନ୍ତାକାଲି ଠାରୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି ପର୍ବ

ଭୁବନେଶ୍ୱର: ଡିସେମ୍ବର ୩୧ରୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ କରାଯାଏ ଏହାର ଆୟୋଜନ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଧନୁଯାତ୍ରା ପାଇଁ ରଂଗମହଲ ଏବଂ ଦରବାରର ସାଜସଜ୍ଜାରେ କାରିଗରଙ୍କ ଶେଷ ସ୍ପର୍ଶ ବାଜିଛି…

ପୁରୀରେ ପେଟ୍ରୋଲ୍ ପମ୍ପ ମାଲିକଙ୍କୁ ଗୁଳିମାଡ

ପୁରୀ: ପୁରୀ ଜିଲ୍ଲା ସାକ୍ଷୀଗୋପାଳ ସ୍ଥିତ ପୁରୁଣା ସୋମେଶ୍ୱର ଛକ ନିକଟରେ କେହି ଦୁବୃର୍ତ୍ତ ଜଣେ ପେଟ୍ରୋଲ୍ ପମ୍ପ ମାଲିଙ୍କୁ ଗୁଳିମାଡ କରିବା ନେଇ ଅଭିଯୋଗ ହୋଇଛି । ଆହତ ମାଲିକ ଜଣକ ଶ୍ରୀକାନ୍ତ ରଥ ଏବଂ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍ସ ମେଡିକାଲରେ ଭର୍ତ୍ତି…

ରେଲୱେ ଓଭରବ୍ରିଜ୍ ଭୁଶୁଡିବା ଘଟଣା; ଜାଣନ୍ତୁ, କେଉଁସବୁ ଟ୍ରେନ୍ ସମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଶୋଭାରାମପୁର ରେଲୱେ କ୍ରସିଂ ନିକଟରେ ଥିବା ଏକ ନିର୍ମାଣଧିନ ଓଭରବ୍ରିଜ ଗତକାଲି ରେଳଧାରଣା ଉପରେ ଭୁଶୁଡି ପଡିଯାଇଥିଲା । ଯାହାଫଳରେ ଖୋର୍ଦ୍ଧା-ଖଡଗପୁର ରୁଟରେ ଅନେକ ଟ୍ରେନ୍ ଚଳାଚଳରେ ବାଧାପ୍ରାପ୍ତ ହୋଇଥିବା ବେଳେ ଆଉ କିଛି ଟ୍ରେନର ସମୟ ସୂଚୀରେ ପରିବର୍ତ୍ତନ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାସ୍ଥିତ ସେସୁ ବିଭାଗର କନିଷ୍ଠ ଯନ୍ତ୍ରୀ ଦିପ୍ତୀ ପ୍ରକାଶ ସ୍ୱାଇଁଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ସୋମବାର ଦିନ ତାଙ୍କ ଘରେ ଚଢାଉ କରିଛି । ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ…