Latest Odisha News

BREAKING NEWS

Yearly Archives

2019

ନାଗରିକତା ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଭୁବନେଶ୍ୱର: ବହୁଚର୍ଚ୍ଚିତ ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ଗୁରୁବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁରି ପ୍ରଦାନ କରିଛନ୍ତି। ସୋମବାର ଏହି ବିଲ୍‌ ଲୋକସଭାରେ ଗୃହୀତ ହୋଇଥିବା ବେଳେ ବୁଧବାର ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଷ୍ଟ୍ରପତିଙ୍କ ଅନୁମୋଦନ…

ଫ୍ରାଇଡେ୍ ରିଲିଜ୍: ପରଦାକୁ ଆସିଲା ରାଣୀଙ୍କ ‘ମର୍ଦାନୀ ୨’

ମୁମ୍ବାଇ: ଅନେକ ଦିନର ବ୍ୟବଧାନ ପରେ ପୁଣି ରୂପେଲି ପରଦାକୁ କମବ୍ୟାକ୍ କରିଛନ୍ତି ରାଣୀ ମୂଖାର୍ଜୀ । ତାଙ୍କ ଅଭିନୀତ ବଲିଉଡ ଫିଲ୍ମ ‘ମର୍ଦାନୀ ୨’ ଶୁକ୍ରବାର ଦିନ ବଡ ପରଦାରେ ରିଲିଜ୍ ହୋଇଯାଇଛି। ଏହି ଫିଲ୍ମରେ ରାଣୀ ଜଣେ ଦବଙ୍ଗ ପୋଲିସ ଅଫିସର ଚରିତ୍ରରେ ଅଭିନୟ କରିଛନ୍ତି । ଯାହାକୁ…

ଶ୍ରୀମନ୍ଦିର ସିଂହଦ୍ୱାରରେ କେଉଁ ବିଶେଷ କାରଣରୁ ଅଛନ୍ତି ପତିତପାବନ; ଜାଣନ୍ତୁ…

ପୁରୀ: ପତିତମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଭୁ ପତିତପାବନ ନାମରେ ନାମିତ । ଶ୍ରୀକ୍ଷେତ୍ର ପାବନ ପୀଠରେ ଦାରୁବ୍ରହ୍ମଙ୍କୁ ଦର୍ଶନ କରି ଭକ୍ତ ଯେତିକି ପୁଣ୍ୟ ଅର୍ଜନ କରିଥାଏ ଶ୍ରୀମନ୍ଦିର ପ୍ରବେଶ ଦ୍ୱାର ଗୁମୁଟରେ ପ୍ରତିଷ୍ଠିତ ପତିତପାବନଙ୍କୁ ଦର୍ଶନ କରି ଅକ୍ଷୟ ପୂଣ୍ୟର ଅଧିକାରୀ ହୁଏ ।…

ଏହି ଘରୋଇ ଉପଚାର ଦ୍ୱାରା ଭଲ କରନ୍ତୁ ବେକ ଯନ୍ତ୍ରଣା !

ଭୁବନେଶ୍ୱର: ଅନେକ ସମୟ ଧରି କୌଣସି ସ୍ଥାନରେ ବସି ରହିଲେ ଅନେକ ସମୟରେ ବେକରେ ଯନ୍ତ୍ରଣା ଅନୁଭବ ହୋଇଥାଏ । ବିଶେଷଜ୍ଞଙ୍କ ମତରେ ବେଳେବେଳେ ବେକ ଯନ୍ତ୍ରଣା ହୃଦ୍‌ଘାତର ପ୍ରାରମ୍ଭିକ ଲକ୍ଷଣ ହୋଇଥାଏ। ତେବେ ଆପଣ ଯଦି ଏହିଭଳି ସମସ୍ୟାକୁ ସାମ୍ନା କରୁଛନ୍ତି ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ…

ନାଗରିକତା ସଂଶୋଧନ ବିଲ୍: ଆସାମରେ କର୍ଫ୍ୟୁ ପରେ ଏବେ ଶିଲଂରେ ଉତ୍ତେଜନା, ଇଣ୍ଟରନେଟ୍ ସେବା ବନ୍ଦ

ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ରାଜ୍ୟସଭାରେ ଗୃହିତ ହେବାପରେ ଏହାକୁ ବିରୋଧ କରି ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଗୁଡିକରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ପ୍ରାପ୍ତ ସୂଚନାନୁଯାୟୀ ଆସାମର ବିଭିନ୍ନ ସ୍ଥାନରେ ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଲାଗୁ କରାଯାଇଥିବା ବେଳେ ଏବେ…

ମାଆ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ନିମନ୍ତେ ପତ୍ନୀଙ୍କୁ ଭେଟି ଦିଅନ୍ତୁ ଏହିସବୁ ଉପହାର !

ଭୁବନେଶ୍ୱର: କଥାରେ ଅଛି ଆଚାରେ ଲକ୍ଷ୍ମୀ, ବିଚାରେ ପଣ୍ଡିତ । ଯେଉଁ ଘରେ ଚାର ବିଚାର ଠିକଥାଏ, ମାଆ ଲକ୍ଷ୍ମୀ ସେହି ଘରେ ବାସ କରନ୍ତି ବୋଲି କୁହାଯାଏ । ଆହୁରି ମଧ୍ୟ ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଘରର ମହିଳାଙ୍କୁ ମାଆ ଲକ୍ଷ୍ମୀଙ୍କର ସ୍ୱରୂପ ଭାବେ ବିବେଚନା କରାଯାଏ। ଯେଉଁ ଘରେ ଗୃହର…

‘ଶାଗୁଦାନା’ର ଉପକାରୀ ଗୁଣ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର: ଅନେକ ଲୋକ ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ ପସନ୍ଦ କରନ୍ତି। ଖାଲି ଏହି ସମୟରେ ନୁହେଁ ଶାଗୁଦାନା ଅନ୍ୟସମୟରେ ବି ସ୍ବାସ୍ଥ୍ୟ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା ମୋତି ଭଳି ଦେଖାଯାଉଥିବା ଏହି ଛୋଟ ଛୋଟ ଦାନା ଭିତରେ ଲୁଚିରହିଛି ଅନେକ ଗୁଣକାରୀ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୩ -୧୨-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୩ ରିଖ ଶୁକ୍ରବାର ବିଛା ୨୭ ଦିନ ପୌଷ ମାସ କୃଷ୍ଣ ପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ଆର୍ଦ୍ରା ନକ୍ଷତ୍ର ମିଥୁନ…

କଟକରେ ଡବଲ ମର୍ଡର, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ

କଟକ: କଟକ ଜିଲ୍ଲା ମଧୁପାଟଣା ଥାନା ଅନ୍ତର୍ଗତ ବେଲେଶ୍ୱର ଗ୍ରାମାଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ଘରୁ ଜଣେ ବୃଦ୍ଧ ଦମ୍ପତିଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି । ପ୍ରାଥମିକ ତଦନ୍ତରୁ ସମ୍ପୃକ୍ତ…

ଘରର ପ୍ରବେଶ ଦ୍ୱାରରେ କାହିଁକି ଅଙ୍କା ଯାଏ ‘ସ୍ୱସ୍ତିକ ଚିହ୍ନ’, ଜାଣନ୍ତୁ

ଭୁବନେଶ୍ୱର: ଅନେକ ଲୋକଙ୍କ ଘରର ପ୍ରବେଶ ଦ୍ୱାରରେ ସ୍ୱସ୍ତିକ ଚିହ୍ନ ଅଙ୍କା ଥିବାର ଆପଣ ଦେଖିଥିବେ । ତେବେ ଏହି ସ୍ୱସ୍ତିକ ଚିହ୍ନର ମାହାତ୍ମ୍ୟ କଣ ଆପଣ ଜାଣିଛନ୍ତି ? ଆସନ୍ତୁ ଏହି ପବିତ୍ର ତଥା ଶୁଭ ଚିହ୍ନ ଅଂକନ ବିଷୟରେ ଜାଣିବା... ‘ସ୍ବସ୍ତିକ’ ଅର୍ଥାତ୍‌ 'ସୁ+ଅସ୍ତିତ୍ବ'। ଏହାର…