Latest Odisha News

BREAKING NEWS

Yearly Archives

2019

ଅସହ୍ୟ ହେଲା ତାତି, ୪୦ ଡ଼ିଗ୍ରୀ ଛୁଇଁଲା ରାଜ୍ୟର ୧୪ଟି ସହର

ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ମୁଣ୍ଡଫଟା ଖରା ସାଙ୍ଗକୁ ଶନିବାର ଦିନ ଅସହ୍ୟ ତାପମାତ୍ରା ବୃଦ୍ଧି ରାଜ୍ୟବାସୀଙ୍କୁ ହନ୍ତସନ୍ତ କରିପକାଇଛି । ଟିଟିଲାଗଡ଼ ରାଜ୍ୟର ତତଲା ସହର ସାବ୍ୟସ୍ତ ହେବା ସହିତ ଏଠାରେ ତାପମାତ୍ରା ୪୫.୮ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି । ତତଲା ସହର ଟିଟିଲାଗଡ଼…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ୧୯-୦୫-୨୦୧୯ ରବିବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୧୯ ରିଖ ରବିବାର ବୃଷ ୫ ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ମେଷ ରାଶିର ଘାତ ବାର ସିଂହ କନ୍ୟା…

କୁକୁଡ଼ା ଓ ନଡ଼ିଆ ଚାଷୀଙ୍କ ସମେତ ଉଠା ଦୋକାନୀଙ୍କ ଲାଗି ବାତ୍ୟା ପରବର୍ତ୍ତୀ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କଲେ…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଫନି ବାତ୍ୟା ପରବର୍ତ୍ତୀ ଏକ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ସମସ୍ତ ଉଠାଦୋକାନୀ, ବାତ୍ୟା ବିପର୍ଯ୍ୟସ୍ତ କୁକୁଡ଼ା ଚାଷୀ ତଥା ଉଠା ଦୋକାନୀମାନେ ଏହି ବାତ୍ୟା ପରବର୍ତ୍ତୀ…

ପଞ୍ଚଦଶ ବିଧାନସଭା ଭଙ୍ଗ ଲାଗି ରାଜ୍ୟ କ୍ୟାବିନେଟଙ୍କ ସୁପାରିଶ

ଭୁବନେଶ୍ୱର: ପଞ୍ଚଦଶ ବିଧାନସଭା ଭଙ୍ଗ ଲାଗି ଶନିବାର ଦିନ ଏକ ବୈଠକରେ ରାଜ୍ୟ କ୍ୟାବିନେଟ ସୁପାରିଶ କରିଛନ୍ତି । “ ସାମ୍ବିଧାନିକ ନିୟମ ଅନୁଯାୟୀ, ରାଜ୍ୟ କ୍ୟାବିନେଟ ଚଳିତ ବିଧାନସଭା ଭଙ୍ଗ କରିବାକୁ ଏକ ପ୍ରସ୍ତାବ ଗୃହିତ କରିବେ । ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପରେ ରାଜ୍ୟପାଳଙ୍କୁ…

ମହା ଝଡ଼

ମହା ଝଡ଼ ସୁକୁବିନା (ଜାପାନୀ) ସକାଳୁ ସାମାନ୍ୟ ପବନ ବୋହିବା ଆରମ୍ଭ କରିଥିଲା । ତିନିଦିନ ତଳୁ ଖବରକାଗଜ ଟିଭିରେ କହୁଥିଲା ଝଡ଼ ହେବ - ଆଜି ହେବ କାଲି ହେବ କହି କହି ହେଲାନି; ତିନି ଦିନ ବିତିଗଲାଣି । ପବନ ଏ ଦୁଇ ତିନିଦିନ ଯେମିତି ହେଉଥିଲା ପ୍ରାୟ ସେମିତି ବା ଟିକିଏ ବେଶୀ । ଏଣୁ…

ରମା ଦେବୀ

ରମା ଦେବୀ (୧୮୯୯-୧୯୮୫) କ୍ଷେତ୍ର: ସମାଜସେବା (ସ୍ୱାଧୀନତା ସଂଗ୍ରାମ) ଭାରତୀୟ ମୁକ୍ତି ସଂଗ୍ରାମରେ ଝାସ ଦେଇ ସେବା ଓ ପରୋପକାରରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଯୁଗନାରୀ ଥିଲେ ରମା ଦେବୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ସହରର ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ…

ହରେକୃଷ୍ଣ ମହତାବ

ହରେକୃଷ୍ଣ ମହତାବ (୧୮୯୮-୧୯୮୭) କ୍ଷେତ୍ର: ରାଜନୀତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ, ପ୍ରଥମ ମୁଖ୍ୟମନ୍ତ୍ରୀ, ପ୍ରଥମ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଥମ ଓଡ଼ିଆ ରାଜ୍ୟପାଳ ଭାବେ ଜଣାଶୁଣା ଡ. ହରେକୃଷ୍ଣ ମହତାବ ଥିଲେ ଏକାଧାରରେ ଜଣେ ରାଷ୍ଟ୍ରନୀତିଜ୍ଞ, ଚିନ୍ତାନାୟକ, ସଂଗଠକ,…

ଗୋପୀନାଥ ମହାନ୍ତି

ଗୋପୀନାଥ ମହାନ୍ତି (୧୯୧୪-୧୯୯୧) କ୍ଷେତ୍ର: ଭାଷା-ସାହିତ୍ୟ (ଉପନ୍ୟାସ) ପଦ୍ମଭୂଷଣ ଗୋପୀନାଥ ମହାନ୍ତି ଆଧୁନିକ ଓଡ଼ିଆ ଉପନ୍ୟାସର ଯୁଗସ୍ରଷ୍ଟା । ଉପନ୍ୟାସ ସହିତ କବିତା, ଗଳ୍ପ, ଜୀବନୀ, ଆତ୍ମଜୀବନୀ, ନାଟକ ଓ ଅନୁବାଦରେ ମଧ୍ୟ ତାଙ୍କର ଥିଲା ଅଭୂତପୂର୍ବ ଦକ୍ଷତା । ୨୦ ଏପ୍ରିଲ୍ ୧୯୧୪ରେ…

ବାତ୍ୟା ‘ଫନି’ ବେଳେ କର୍ତ୍ତବ୍ୟରେ ଅବହେଳା କରି ନିଲମ୍ବିତ ହେଲେ ପୁରୀର ୪ ଡାକ୍ତର

ଭୁବନେଶ୍ୱର : ବାତ୍ୟା ‘ଫୋନି’ ବେଳେ କର୍ତ୍ତବ୍ୟରେ ଅବହେଳା କରିଥିବା ଦର୍ଶାଇ ରାଜ୍ୟ ସରକାର ଶନିବାର ଦିନ ପୁରୀ ଜିଲ୍ଲାର ୪ ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛନ୍ତି । ନିଲମ୍ବିତ ହୋଇଥିବା ୪ ଜଣ ଡାକ୍ତର ହେଲେ- ଚିଲିକା-ନୂଆପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ର ୨ ଜଣ ଡାକ୍ତର…

ଜାଣନ୍ତୁ, ଭାରତର କେଉଁକେଉଁ ସହର ଓଡିଶାଠୁଁ ବି ଅଧିକ ଉତ୍ତପ୍ତ

ଭୁବନେଶ୍ୱର : ଓଡିଶାରେ ଗ୍ରୀଷ୍ମପ୍ରବାହ ଦିନକୁଦିନ ବୃଦ୍ଧି ପାଉଥିବାବେଳେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଉପଡୁଛି । ଏହି ପରିପେକ୍ଷୀରେ ଜାଣନ୍ତୁ ଭାରତର କେଉଁସବୁ ସହରରେ କେବେ ସବୁଠୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଛି । ଜାଣନ୍ତୁ ଖରାଦିନେ ଭାରତରେ କେଉଁସବୁ ସହରରେ ତାପମାତ୍ରା…