ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା
ଭୁବନେଶ୍ୱର : ଓଡିଶାର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।
ସୁନ୍ଦରଗଡ, କେନ୍ଦୁଝର,,ଦେବଗଡ,…