ଆଜି ଭୋଟ୍ ଦେଲେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା
ନୂଆଦିଲ୍ଲୀ: କଂଗ୍ରେସର ଯୁବନେତ୍ରୀ ତଥା ଉତ୍ତର ପ୍ରଦେଶ କଂଗ୍ରେସ (ଉତ୍ତର)ର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ସ୍ୱାମୀଙ୍କ ସହିତ ଦିଲ୍ଲୀରେ ତାଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି ।
କଂଗ୍ରେସ ନେତ୍ରୀ ପ୍ରିୟଙ୍କା ନୂଆଦିଲ୍ଲୀସ୍ଥିତ ଲୋଧି ଇଷ୍ଟେଟରେ ଥିବା ସର୍ଦ୍ଦାର…