ପୂର୍ବ ନିର୍ଦ୍ଧାରିତ ତାରିଖରେ ଅନୁଷ୍ଠିତ ହେବ ଓୟୁଏଟି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ରେ ହେବାକୁ ଥିବା ପ୍ରବେଶିକା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ତାରିଖରେ ଅନୁଷ୍ଠିତ ହେବ ବୋଲି କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।
ବିଶ୍ୱବିଦ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଓୟୁଏଟି ଅଧିନରେ ଥିବା ସମସ୍ତ କଲେଜ…