ବାତ୍ୟା ‘ଫନି’ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି
ଭୁବନେଶ୍ୱର : ବାତ୍ୟା ‘ଫନି’ ପ୍ରଭାବରେ ଓଡିଶାରେ ମୃତକଙ୍କ ସଂଖ୍ୟା ବୁଧବାର ଦିନ ସରକାରୀ ଭାବେ ୪୧କୁ ବୃଦ୍ଧି ପାଇଛି ।
ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ସଂଜୟ ସିଂହ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି।
ମେ’ ୩ ତାରିଖ ସକାଳୁ ଆରମ୍ଭ ହୋଇଥିବା ସାମୁଦ୍ରିକ ଝଡ ଫନି…