ସାମୁଦ୍ରିକ ଝଡ ‘ଫନି’: ତୁରନ୍ତ ପୁରୀ ଛାଡିବାକୁ ପର୍ଯ୍ୟଟକମାନଙ୍କୁ ପରାମର୍ଶ
ପୁରୀ : ସାମୁଦ୍ରିକ ଝଡ ‘ଫନି’ ଅତି ଭୟଙ୍କର ରୂପ ନେଇ ଓଡିଶା ଉପକୂଳକୁ ମାଡି ଆସୁଥିବା ବେଳେ ବୁଧବାର ଦିନ ରାଜ୍ୟ ସରକାର ସମସ୍ତ ପର୍ଯ୍ୟଟକମାନଙ୍କୁ ପୁରୀ ଛାଡିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଝଡ ଓଡିଶା ଉପକୂଳବର୍ତ୍ତୀ ଅଞ୍ଚଳକୁ ଅଧିକ ପ୍ରଭାବିତ କରିବା ଆଶଙ୍କା ରହିଥିବାରୁ…