ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।
ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି…