Latest Odisha News

BREAKING NEWS

Yearly Archives

2019

ଅବସୋସ

ଅବସୋସ ଲାବଣ୍ୟ ନାୟକ ଧାନଉଁଷା ହାଣ୍ତି, ବାଉଁଶ ପତ୍ର, ଆମ୍ବ ବଗିଚା, ଖଜୁରୀ ବଣ, ବର ଓହଳ...! ଏଇସବୁ ଭିତରେ ଭାଗ୍ୟକୁ ଅଣ୍ତାଳୁଥିଲି ଦିନେ । କିନ୍ତୁ ମିଳିଲା ଯାହା ଫାଳେ କାନ୍ଥ ନଥିବା ଚାଳଘର, ବାଡ଼ି ଆଡେ ଖଣ୍ତିଆ କୁଅ, କଦଳୀବଣ, ଅପରାଜିତା ଫୁଲ, ଆଉ ତା ସାଥେ…

କ୍ରମାଗତ ୨ୟ ଦିନ ଲାଗି ଭୁବନେଶ୍ୱର ହେଲା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଭାବେ ସାବ୍ୟସ୍ତ ହେବା ଫଳରେ ଜନ ଜୀବନ ପ୍ରଭାବିତ ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ବୁଧବାର ଦିନ ରାଜଧାନୀର ତାପମାତ୍ରା ସର୍ବାଧିକ ୪୧.୭…

ଆର୍ତ୍ତବଲ୍ଲଭ ମହାନ୍ତି

ଆର୍ତ୍ତବଲ୍ଲଭ ମହାନ୍ତି (୧୮୬୬-୧୯୬୩) କ୍ଷେତ୍ର: ଭାଷା-ସାହିତ୍ୟ (ଗବେଷଣା, ସଂପାଦନା) ଆଧୁନିକ ଓଡ଼ିଆ ସାହିତ୍ୟ ନିର୍ମାଣରେ ଆର୍ତ୍ତବଲ୍ଲଭ ମହାନ୍ତିଙ୍କ ଯୋଗଦାନ ଅବିସ୍ମରଣୀୟ । ଏକାଧାରରେ ପ୍ରାବନ୍ଧିକ, ସାହିତ୍ୟ ସମାଲୋଚକ, ଅନୁବାଦକ ତଥା ସଂପାଦକ ଭାବେ ସେ ନିଜର ଦକ୍ଷତା ପ୍ରତିପାଦିତ…

‘ଚୁଲବୁଲ୍ ପାଣ୍ଡେ’ ଭୂମିକାରେ ବଡ଼ ପରଦାକୁ ଫେରୁଛନ୍ତି କମେଡ଼ି କିଙ୍ଗ୍ ପପୁପମ୍

ଭୁବନେଶ୍ୱର: ଓଲିଉଡ଼ର ଲୋକପ୍ରିୟ ହାସ୍ୟାଭିନେତା ପପୁ ପମପମ୍ ଦୀର୍ଘ ଏକବର୍ଷ ପରେ ପୁଣି ବଡ଼ ପରଦାକୁ ଫେରୁଛନ୍ତି । ପପୁ ପମମମଙ୍କୁ ଏଥର କିନ୍ତୁ ବଡ଼ ପରଦାରେ ଜଣେ ନିଷ୍ଠାପର ପୋଲିସ ଅଫିସର ଭାବେ ଦେଖିବାକୁ ମିଳିବ । କମେଡ଼ି କିଙ୍ଗ୍ ପପୁ ପମପମଙ୍କ ଅଭିନୀତ ଏହି ଓଡ଼ିଆ ସିନେମା ‘ମୁଁ ଚୁଲବୁଲ୍…

ଅନ୍ନପୂର୍ଣ୍ଣା ମହାରଣା

ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) କ୍ଷେତ୍ର: ସମାଜସେବା ଭାରତୀୟ ମୁକ୍ତି ଆନ୍ଦୋଳନ କାଳର ଅନ୍ୟତମ ନିଷ୍ଠାପର ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ଅନ୍ନପୂର୍ଣ୍ଣା ମହାରଣା । ୩ ନଭେମ୍ବର ୧୯୧୭ରେ ରମା ଦେବୀ ଓ ଗୋପବନ୍ଧୁ ଚୌଧୁରୀଙ୍କ ଦ୍ୱିତୀୟ ସନ୍ତାନ ଭାବେ ଜନ୍ମ ହୋଇଥିଲେ…

କୃଷ୍ଣଚନ୍ଦ୍ର ଗଜପତି

କୃଷ୍ଣଚନ୍ଦ୍ର ଗଜପତି (୧୮୯୨-୧୯୭୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଓଡ଼ିଶାର ଅଂଧକାର ସମୟକୁ ଆଲୋକିତ କରି ସର୍ବଭାରତୀୟ ସ୍ତରରେ ଓଡ଼ିଆ ଜାତିର ନବନିର୍ମାଣ କରିବା ପାଇଁ ଆଜୀବନ ଉଦ୍ୟମ କରିଥିବା ହାତଗଣତି କେତେଜଣ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିବେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ।…

କନ୍ଧମାଳ: ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀ ନିହତ

ଫୁଲବାଣୀ : ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ କନ୍ଧମାଳ ଜିଲ୍ଲାର ଗୋଛାପଡ଼ା ଅନ୍ତର୍ଗତ ବାନ୍ଦାପଡା ଠାରେ ମାଓବାଦୀଙ୍କ ଗୁଳିମାଡରେ ଜଣେ ମହିଳା ପୋଲିଂ ସୁପରଭାଇଜରଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ସୁପରଭାଇଜରଙ୍କ ନାମ ସଂଯୁକ୍ତା ଦିଗାଲ୍ ବୋଲି ଜଣାପଡିଥିବାବେଳେ…

ଓଡ଼ିଶାର ୨ୟ ପର୍ଯ୍ୟାୟ ନିର୍ବାଚନ: ୨୭୯ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର: ଏପ୍ରିଲ ୧୮ ଅର୍ଥାତ୍ ଆସନ୍ତାକାଲି ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ୨ୟ ପର୍ଯ୍ୟାୟରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ଲାଗି ମତଦାନ କରିବେ ଭୋଟର୍ । ଯେଉଁ ୫ଟି ଲୋକସଭା ଆସନ ଗୁଡ଼ିକ ଲାଗି ଭୋଟଗ୍ରହଣ ଅନୁଷ୍ଠିତ ହେବ ସେହି ଆସନ…

ନିର୍ବାଚନ କମିଶନଙ୍କ ହେଲିକପ୍ଟର ଯାଞ୍ଚ: ଶାନ୍ତ ରହିଲେ ନବୀନ, ଗର୍ଜିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଲାଗି ଗତକାଲି ରାଉରକେଲା ଗସ୍ତରେ ଯାଇଥିଲେ । ଏହି ସମୟରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ ନବୀନଙ୍କ ହେଲିକପ୍ଟର ସହ ଲଗେଜ୍ ମଧ୍ୟ ଯାଞ୍ଚ କରିଥିଲେ । ଏସମ୍ପର୍କୀତ ଏକ…

ଖୋର୍ଦ୍ଧା ବିଜେପି ନେତା ହତ୍ୟାକାଣ୍ଡର ଖୁବଶିଘ୍ର ହେବ ପର୍ଦ୍ଦାଫାଶ: କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଖୋର୍ଦ୍ଧାର ୯ ନଂ ୟୁନିଟ ବିଜେପି ସଭାପତି ମଙ୍ଗୁଳି ଜେନାଙ୍କୁ ଅଜଣା ଦୁର୍ବୃ ହତ୍ୟା କରିବା ପରେ ପୋଲିସ ୨ ଜଣ ସନ୍ଦିଗ୍ଦ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ତେବେ ପୋଲିସ ସୂତ୍ରରୁ ଜଣା ପଡ଼ିଛି ଯେ, ଏହି ୨ ବ୍ୟକ୍ତିଙ୍କ ଠାରୁ ଏହି ହତ୍ୟାକାଣ୍ଡ ସମ୍ପର୍କରେ ଅନେକ…