କେନ୍ଦ୍ରାପଡାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଟାଉନ ଅଞ୍ଚଳରେ କିଛି ଦୁର୍ବୃତ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି ।
ସ୍ଥାନୀୟ ବିଜୁ ସ୍ମୃତି ଭବନ ଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ମଙ୍ଗଳବାର ଦିନ…