କାଳବୈଶାଖୀ ଆଶଙ୍କା, ୯ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର : ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,…