ଓଡିଶା ପୋଲିସ ଡିଜି ଭାବେ ବିକେ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ
ଭୁବନେଶ୍ୱର : ଓଡିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅଗ୍ନିଶମ ବିଭାଗ ଡିଜି ବିଜୟ କୁମାର ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।
ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀଙ୍କ ଦେହାନ୍ତ ହେବା ଫଳରେ ସେ ଛୁଟିରେ ଥିବାରୁ ତାଙ୍କ ସ୍ଥାନରେ ୧୯୮୬ ବ୍ୟାଚର ବରିଷ୍ଠ…