ମୋଦିଙ୍କ ବାୟୋପିକ୍ ପୋଷ୍ଟରରେ ଜାଭେଦ୍ ଅଖତର୍ଙ୍କ ନାଁକୁ ନେଇ ବିବାଦ
ମୁମ୍ବାଇ: ଗୋଟାଏ ପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ନିର୍ମିତ ଜୀବନୀ-ଚଳଚ୍ଚିତ୍ର ‘ପିଏମ୍ ନରେନ୍ଦ୍ର ମୋଦି’ର ରିଲିଜ୍ ତାରିଖକୁ ନେଇ ଅନିଶ୍ଚତତା ଲାଗିରହିଥିବାବେଳେ ଅନ୍ୟପଟେ ଏହାକୁ ନେଇ ବିବାଦ ପରେ ବିବାଦ ସୃଷ୍ଟିହେବାରେ ଲାଗିଛି । ଆଗକୁ ନିର୍ବାଚନ ଥିବାବେଳେ ଏହାର…