କଟକରୁ ପ୍ରକାଶ ଓ କନ୍ଧମାଳରୁ ଖାରବେଳ ଲଢିବେ ଲୋକସଭା ନିର୍ବାଚନ
ଭୁବନେଶ୍ୱର : କଟକ ଲୋକସଭା ଆସନରୁ ବିଜେପି ଟିକେଟରେ ପୂର୍ବତନ ଡିଜି ପ୍ରକାଶ ମିଶ୍ର ଲଢିବାକୁ ଥିବାବେଳେ କନ୍ଧମାଳରୁ ଲୋକସଭା ପ୍ରାର୍ଥୀ ହେଲେ ଐର ଖାରବେଳ ସ୍ୱାଇଁ ।
ଐର ଖାରବେଳ ସ୍ୱାଇଁ ଆଜି ବିଜେପିରେ ଯୋଗ ଦେଇଛନ୍ତି । ପୂର୍ବରୁ ସେ ବାଲେଶ୍ୱରରୁ ବିଜେପି ସାଂସଦ ଥିଲେ । ତିନି ତିନି ଥର…