Latest Odisha News

BREAKING NEWS

Yearly Archives

2019

ବିଜେଡି ଛାଡିଲେ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ

ଭୁବନେଶ୍ୱର : ରାୟଗଡା ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ ସୋମବାର ଦିନ ଶାସକ ଦଳ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ନବୀନ ନିବାସ ପରିସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ…

ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ସୋମବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାର…

ସୁନ୍ଦରଗଡ଼: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ମୃତ, ଜଣେ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଜରଙ୍ଗଲୋଇ ଗାଁ ନିକଟ ବିଜୁ ଏକ୍ସପ୍ରେସୱେ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ ମହିଳାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ସଜ୍ଜନ ଅଗ୍ରଓ୍ୱାଲ, ଉର୍ମିଳା ଦେବୀ ଓ ନିର୍ମଳା ଦେବୀ ବୋଲି ଜଣାପଡିଛି । ଏଥିସହିତ ସଙ୍ଗୀତା ଅଗ୍ରଓ୍ୱାଲ…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଭାରତ ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ଘୋଷିତ କରାଯାଇଥିବା ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ୍ ୧୧ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଜିଲ୍ଲାର ୪ଟି ଲୋକସଭା ଓ ୨୮ଟି…

ଓଏସଡିଏ ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚିଙ୍କ ଇସ୍ତଫା

ଭୁବନେଶ୍ୱର : ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚି୍ ଇସ୍ତଫା ପ୍ରଦାନ କରିଛନ୍ତି । ଏନେଇ ଶ୍ରୀଯୁକ୍ତ ବାଗଚି୍ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଇସ୍ତଫା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।…

ଜଟିଳତା ମଧ୍ୟରେ ଓଡ଼ିଶାରେ ୨୦୧୯ ନିର୍ବାଚନ: ବିଜୟ ମହାପାତ୍ର

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବାର ଦୀର୍ଘ ତିନିମାସ ପରେ ବରିଷ୍ଠ ନେତା ବିଜୟ ମହାପାତ୍ର ରବିବାର ଦିନ କହିଛନ୍ତି, ବଡ଼ ଜଟିଳତା ମଧ୍ୟରେ ଓଡ଼ିଶାରେ ୨୦୧୯ ନିର୍ବାଚନ ଅନୁଷ୍ଠିତ ହେବ । “ଏଭଳି ନିର୍ବାଚନ ଓଡ଼ିଶାର ଜନସାଧାରଣ ପୂର୍ବରୁ କେବେବି ଦେଖି ନଥିବେ” ବୋଲି କହିଛନ୍ତି ବରିଷ୍ଠ ନେତା…

ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ଦେହାନ୍ତ

ପାନାଜୀ: ଗୋଆ ମୁଖ୍ୟମନ୍ତ୍ରୀ ତଥା ଭାରତର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କର ରବିବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି ପାକସ୍ଥଳୀ ଜନୀତ ରୋଗରେ ପୀଡ଼ିତ ହୋଇଥିବା ସହିତ ଅସୁସ୍ଥ ରହିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । President…

ବିଜେଡ଼ିରେ ଯୋଗଦାନ କଲେ କିନ୍ନର ନେତ୍ରୀ ମୀରା ପରିଡ଼ା

ଭୁବନେଶ୍ୱର: ସାମାଜିକ କର୍ମୀ ତଥା ନିଖିଳ ଓଡ଼ିଶା କିନ୍ନର ବିକାଶ ଟ୍ରଷ୍ଟର ଅଧ୍ୟକ୍ଷା ମୀରା ପରିଡ଼ା ରବିବାର ଦିନ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି ସେ ତାଙ୍କର ସମର୍ଥକମାନଙ୍କ ସହିତ ନବୀନ ନିବାସରେ ପହଞ୍ଚି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ବିଜେପିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ପ୍ରଦାନ କରିବାର ଗୋଟିଏ ଦିନ ପରେ ସାଲେପୁର ବିଧାୟକ ପ୍ରକାଶ ବେହେରା ରବିବାର ଦିନ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ବିଜେପିର କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ ଶ୍ରୀ ବେହେରା ଆନୁଷ୍ଠାନିକ ଭାବେ ଏକ ଉତ୍ସବରେ ଭାଜପାରେ…

ନବୀନ ଏଥର ପଶ୍ଚିମ ଓଡ଼ିଶାରୁ ଲଢିବେ ନିର୍ବାଚନ !

ଭୁବନେଶ୍ୱର: ବିଜେଡ଼ି ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରୁ ଏଥର ନିର୍ବାଚନ ଲଢିବା ନେଇ ରବିବାର ଦିନ ସୂଚନା ଦେଇଛନ୍ତି । “ପଶ୍ଚିମ ଓଡ଼ିଶାର ମୋ ଦଳର ନେତାମାନେ ମୋତେ ଏହି ଅଞ୍ଚଳର କୌଣସି ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିବା ନିମନ୍ତେ ପ୍ରସ୍ତାବ…