କର୍ଣ୍ଣାଟକ ରାଜନୀତିରେ ସଙ୍କଟ ଟଳିଲା; ଇସ୍ତଫା ଦେଲେ ସିଦ୍ଦରମେୟା
ବେଙ୍ଗାଲୁରୁ: ଦୀର୍ଘଦିନ ଧରି କର୍ଣ୍ଣାଟକ ରାଜନୀତିରେ ଚାଲିଥିବା ସଙ୍କଟଜନକ ପରିସ୍ଥିତି ଏବଂ ଅଚଳାବସ୍ଥାର ଏକରକମ ପରିସମାପ୍ତି ଘଟିଛି । ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ଉପ-ନିର୍ବାଚନରେ ଶାସକ ବିଜେପି ୧୫ଟି ଆସନରୁ ୧୨ଟି ଆସନରେ ବିଜୟ ଲାଭ କରିବା ଫଳରେ ଏବେ ଅତ୍ୟନ୍ତ ସୁବିଧା ଜନକ…