ଆପୋଷ ଆଲୋଚନା ହିଁ ମହାନଦୀ ଜଳ ବିବାଦକୁ ସମାଧାନ କରିପାରିବ : ଛତିଶଗଡ଼ ମନ୍ତ୍ରୀ
ଭୁବନେଶ୍ୱର : ମହାନଦୀ ଜଳକୁ ନେଇ ଓଡିଶା ଓ ଛତିଶଗଡ ମଧ୍ୟରେ ଲାଗିରହିଥିବା ବିବାଦ ଖୁବଶୀଘ୍ର ସମାଧାନ ହେବ ବୋଲି ବୁଧବାର ଦିନ ରାଜ୍ୟ କଂଗ୍ରେସ ପ୍ରଭାରୀ ତଥା ଛତିଶଗଡ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଟି ଏସ୍ ସିଂହଦେଓ ଆଶା ପ୍ରକଟ କରିଛନ୍ତି ।
ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀଯୁକ୍ତ…