ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାଦୀପ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଥିବା ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିରରେ ମହାଦୀପ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଛି ।
ମିଳିଥିବା ସୂଚନାନୁସାରେ ମନ୍ଦିର ନୀତି ଅନୁଯାୟୀ ରାତ୍ର ୧୦ ଘଟିକା ସମୟରେ ମହାଦୀପ ଉଠିବାର ଧାର୍ଯ୍ୟ ହୋଇଥିଲା । ମାତ୍ର ଏବର୍ଷ ନିର୍ଦ୍ଧାରିତ ସମୟର ପ୍ରାୟ…