ପ୍ରଥମ ଦିନିକିଆ: ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କଲା ଭାରତ
ହାଇଦ୍ରାବାଦ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଶନିବାର ଦିନ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡ଼ିୟମରେ ଖେଳାଯାଇଥିବା ୧ମ ଦିନିକିଆରେ ବିରାଟ ବାହିନୀ କଙ୍ଗାରୁ ଦଳକୁ ୬ ୱିକେଟରେ ପରାସ୍ତ କରିଛି ।
ଟସ ଜିିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ଭାରତ…