ଯାଜପୁର ଜିଲ୍ଲାର ୩ଟି ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟିତ
ଯାଜପୁର/ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଯାଜପୁର ଜିଲ୍ଲା ଗସ୍ତ କରିବା ଅବସରରେ ଜିଲ୍ଲାର ୩ଟି ବ୍ଲକ ଦଶରଥପୁର, ଧର୍ମଶାଳା ଏବଂ ବିଞ୍ଝାରପୁର ବ୍ଲକ ପରିଦର୍ଶନ କରି ବିଭିନ୍ନ ଜନହିତକାରୀ ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।…