ରାଉରକେଲା: ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ଯୁବତୀ ମୃତ
ରାଉରକେଲା : ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକ ନିକଟରେ ସୋମବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।
ମିଳିଥିବା ସୂଚନା ମୁତାବକ, ରାଉରକେଲାର ବ୍ରାହ୍ମଣୀତରଙ୍ଗ ଥାନା ଟିସିଆଇ ଛକ ନିକଟରେ ଏକ ସ୍କୁଟିକୁ ଟ୍ରକ୍ ଧକ୍କା ଦେଇଥିଲା । ସଙ୍ଗେସଙ୍ଗେ ଯୁବତୀ…