ଭୁବନେଶ୍ୱରରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର
ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ପ୍ରଶାନ୍ତି ବିହାର ଅଞ୍ଚଳରୁ ରବିବାର ଦିନ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି ।
ପ୍ରାପ୍ତ ସୂଚନାରୁ ଜଣାପଡିଛି, ସ୍ଥାନୀୟ ବାସିନ୍ଦାମାନେ ଉକ୍ତ ନବଜାତ ଶିଶୁଟିର କାନ୍ଦ ଶୁଣି ତାକୁ ଏକ ପରିତ୍ୟକ୍ତ ସ୍ଥାନରୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ ।…