ଭୁବନେଶ୍ୱର ରେଲୱେ ଷ୍ଟେସନରେ ଅଗ୍ନିକାଣ୍ଡ
ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନର ଯାତ୍ରୀ ବିଶ୍ରାମ ଗୃହ ନିକଟରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିବା ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡିଛନ୍ତି ।
ମିଳିଥିବା ସୂଚନାନୁଯାୟୀ ଆଜି ସକାଳ ପ୍ରାୟ ୮ଟା ୩୦ ମିନିଟ୍ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଯାତ୍ରୀ ବିଶ୍ରାମ ଗୃହ…