ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ
ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ଏକ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନ ୧୦ ଟା ୩୦ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ଅମିତ ଶାହ ସେଠାରୁ ସିଧାସଳଖ ମଧୁବାବୁଙ୍କ ସ୍ମୃତିପୀଠ ସତ୍ୟଭାମାପୁରକୁ ଯିବେ ।…