ଭାରତୀୟ ବାୟୁସେନାର ଲଢୁଆ ଜାଗୁଆର ବିମାନ ଦୁର୍ଘଟଣାଗ୍ରସ୍ତ
ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଖୁସିନଗର ଠାରେ ସୋମବାର ଦିନ ଭାରତୀୟ ବାୟୁସେନାର ଏକ ଜାଗୁଆର ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଦୁର୍ଘଟଣାଗ୍ରସ୍ତ ବିମାନର ପାଇଲଟ ଅଳ୍ପକେ ଏହି ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି । ଏହି ଦୁର୍ଘଟଣା ପରେ ଜାଗୁଆର ବିମାନଟିରେ ନିଆଁ ଲାଗିଯିବା ଫଳରେ ଏହା…