ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, ୧୧ଶହ କୋଟି ଟଙ୍କା ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
ବ୍ରହ୍ମପୁର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡାଠାରେ ପହଞ୍ଚି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟାହ୍ନ ସମୟରେ ରଙ୍ଗେଇଲୁଣ୍ଡାଠାରେ ଥିବା ଏୟାର ଷ୍ଟ୍ରିପଠାରେ…