ନୟାଗଡ଼ ଆକ୍ରମଣ ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ୱର : ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ମାନସିକ ବିକୃତ ଯୁବକର ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ଏଥିସହିତ ଏହି ଆକ୍ରମଣ ଘଟଣାରେ ଆହତ ଲୋକଙ୍କୁ ମାଗଣାରେ ଚିକିତ୍ସା…