କେନ୍ଦ୍ରାପଡାରେ ଅଟୋ ଓଲଟି ୨ୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧିନସ୍ଥ ଗାରା ଛକ ନିକଟରେ ଶନିବାର ସକାଳେ ଏକ ଅଟୋ ରିକ୍ସା ଓଲଟି ଯିବାରୁ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି।
ଏହି ଘଟଣାରେ ଆଉ ୪ ଜଣ ଛାତ୍ର ଓ ଜଣେ ଶିକ୍ଷୟତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି ।…