କେନ୍ଦୁଝର: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକସ୍ଥିତ ରୁଗୁଡ଼ି ଥାନା ଅନ୍ତର୍ଗତ ଗୁଆଳି ଅଞ୍ଚଳରେ ଗୁରୁବାର ଦିନ ଜଣେ ନାବାଳିକାକୁ ଦୁଷ୍ମର୍ମ ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକକୁ ଗିରଫ କରିଛି ।
ଗିରଫ ଅଭିଯୁକ୍ତଙ୍କ ନାମ ଗଣେଷ ମୁଣ୍ଡା (୧୯) ବୋଲି ଜଣାପଡିଛି ।
ମିଳିଥିବା ସୂଚନାନୁଯାୟୀ…