ଜେଇଇ ମେନ୍ ପରୀକ୍ଷା ଲାଗି ଓଡିଶାରୁ ୩୯ ହଜାର ପରୀକ୍ଷାର୍ଥୀ
ଭୁବନେଶ୍ୱର : ଭୁବନେଶ୍ୱର ସମେତ ରାଜ୍ୟର ୯ଟି ସହରରେ ମଙ୍ଗଳବାର ଦିନ ଜେଇଇ ମେନ୍ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଓଡିଶାର ପ୍ରାୟ ୩୯ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବାକୁ ଯାଉଛନ୍ତି ।
ଏହି ସର୍ବଭାରତୀୟ ପରୀକ୍ଷାକୁ ପ୍ରଥମଥର ପାଇଁ ‘ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି’ (ଏନଟିଏ)…