ପିକନିକ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା, ୩୦ ଯାତ୍ରୀ ଆହତ
ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲଗେଟ୍ ନିକଟରେ ଶନିବାର ରାତିରେ ଏକ ପିକନିକ୍ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ଜଣ ଆହତ ହୋଇଛନ୍ତି।
ମିଳିଥିବା ସୂଚନାନୁଯାୟୀ ସମସ୍ତ ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି ।
ଏଥିସହିତ ଏହି ପିକନିକ୍ ବସଟି ଭଦ୍ରକରୁ…