ମୋଦୀ ଜାନୁଆରୀ ୫ ତାରିଖ ବାରିପଦା ଗସ୍ତରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୨ ସପ୍ତାହ ମଧ୍ୟରେ ୨ୟ ଥର ଲାଗି ଆସନ୍ତା ୫ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତାଙ୍କର ଏହି ଗସ୍ତ ସମୟରେ ମୟୁରଭଞ୍ଜର ବାରିପଦାଠାରେ ଏକ ର୍ୟାଲିରେ ଉଦବୋଧନ ଦେବା ସହିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।…