ଫ୍ୟାଶନରେ ଷ୍ଟାଇଲିସ୍ ଗଜରା…
ଭୁବନେଶ୍ୱର : ଆଜିକାଲି ବାହାଘର-ବ୍ରତ ହେଉ ବା ଯେକୌଣସି ପୂଜା ପର୍ବ ସବୁଥିରେ ଗଜରାର ଚାହିଦା ରହିଥାଏ । ଖାସକରି ଦକ୍ଷିଣ ଭାରତୀୟ ମହିଳାମାନେ ଗଜରାର ବହୁଳ ବ୍ୟବହାର କରୁଥିବାବେଳେ ଧିରେଧିରେ ଅନ୍ୟ ମହିଳା ତଥା ଯୁବତୀମାନଙ୍କର ଏହି ଗଜରା ପ୍ରତି କ୍ରେଜ ବଢିବାରେ ଲାଗିଛି ।
ସିନେମାରେ…