ବନ୍ୟଜନ୍ତୁ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କୁ ପ୍ରଦତ୍ତ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ‘ଓଡ଼ିଶା ବନବିଭାଗ’ର…
ଭୁବନେଶ୍ୱର : ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ପାଇଁ ପ୍ରଦାନ କରାଯାଉଥିବା କ୍ଷତିପୂରଣ ରାଶିକୁ ୪ ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟକୁ ଏକ ପ୍ରସ୍ତାବ ପଠାଇଛି ।
ଏହାବ୍ୟତୀତ ବିଭାଗ…