ହାଇଦ୍ରାବାଦ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପୋଲିସକୁ ବିଭିନ୍ନ ମହଲରୁ ପ୍ରଶଂସା, ଜାଣନ୍ତୁ କିଏ କ’ଣ କହିଲେ
ହାଇଦ୍ରାବାଦ: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ପୋଲିସର ଏନକାଉଣ୍ଟରରେ ମୃତ୍ୟୁ ଘଟିଛି ।
ହାଇଦ୍ରାବାଦ ପୋଲିସର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରୁ ପ୍ରଶଂସାର ଛୁଟୁଥିବା ବେଳେ…