କୋଣାର୍କ ଉତ୍ସବରେ ଓଡ଼ିଶୀ ଓ ମୋହିନୀ ଆଟ୍ଟମ; ନୃତ୍ୟାଙ୍ଗନାଙ୍କ ନୃତ୍ୟରେ ଝୁମିଲେ ବିଭୋର ଦର୍ଶକ…
କୋଣାର୍କ: ଅର୍କକ୍ଷେତ୍ର କୋଣାର୍କର ସୂର୍ଯ୍ୟମନ୍ଦିର ପାଦଦେଶରେ ଓଡିଶା ପର୍ଯ୍ୟଟନ ବିଭାଗ ଆୟୋଜିତ କୋଣାର୍କ ଉତ୍ସବର ତୃତୀୟ ସଂଧ୍ୟା ପୁରାଣ ପ୍ରସଙ୍ଗ ଓ ଜୀବନ ଦର୍ଶନକୁ ଶାସ୍ତ୍ରୀୟ ନୃତ୍ୟରେ ପ୍ରକ୍ଷାପିତ କରିଥିଲା । ସୁଦୃଶ୍ୟ ଆଲୋକର ସାଜସଜ୍ଜା ଓ ଭରପୁର ଦର୍ଶକ ଗ୍ୟାଲେରୀ ମଧ୍ୟସ୍ଥ ମୁକ୍ତାକାଶ…