ସୁସ୍ଥ ଶରୀର ଲାଗି ନିୟମିତ ଖାଆନ୍ତୁ ସାଲାଡ୍
ଭୁବନେଶ୍ୱର: ନିୟମିତ ଭାବେ କାକୁଡି, ଟମାଟୋ ସାଲାଡ଼ ଖାଇଲେ ତାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇ ଥାଏ।
ଯୁବ ପିଢ଼ି ପ୍ରତିଦିନ ସାଲାଡ଼ ଖାଇବା ଖୁବ ହିତକାରୀ ।
ରାତ୍ରୀ ଭୋଜନ ପରିବର୍ତ୍ତେ ଦିନ ଭୋଜନ ସମୟରେ ସାଲାଡ଼ ଖାଇବା ଦରକାର ! ବିଶେଷଜ୍ଞ ଙ୍କ ମତରେ ଦିନ ସମୟ ରେ ଅଧିକ ଖାଦ୍ୟ…