କେକ୍ ପାଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ
ରାଉରକେଲା: ରାଉରକେଲା ସହରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ରାଉରକେଲା ସହରର ବନ୍ଧମୁଣ୍ଡା ସି ସେକ୍ଟର ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀର ଗୁରୁବାର ଦିନ ଜନ୍ମଦିନ ଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରି ଦେଇଥିବା ସୂଚନା ମିଳିଛି ।
ମିଳିଥିବା ସୂଚନା ଅନୁସାରେ, ଝିଅର…