ମହାରାଷ୍ଟ୍ରରେ ସରକାର ଗଢିବେ ଉଦ୍ଧବ; ଶପଥ ଗ୍ରହଣ ଉତ୍ସବରେ ଏହି ନେତାଙ୍କୁ କଲେ ଆମନ୍ତ୍ରଣ
ମୁମ୍ବାଇ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିବା ସହିତ ମହାରାଷ୍ଟ ରାଜନୀତିର ମହାସଙ୍କଟର ପରିସମାପ୍ତି ଘଟିଛି । ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ ଗୁରୁବାର ଦିନ ମୁମ୍ବାଇର ଶିବାଜୀ ପାର୍କଠାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ…