Latest Odisha News

BREAKING NEWS

Yearly Archives

2020

ନଅମାସ ପରେ ଖୋଲିବ ଶ୍ରୀମନ୍ଦିର, ଚକା ନୟନ ଦର୍ଶନ କରିବେ ଭକ୍ତ

ପୁରୀ: ଅପେକ୍ଷାର ଅନ୍ତ ହେବାକୁ ଯାଉଛି । ଦୀର୍ଘ ୯ମାସ ଧରି ତିନି ଠାକୁରଙ୍କ ଦର୍ଶନ ଟିକେ ପାଇବା ପାଇଁ ଚାହିଁ ରହିଥିବା ଭକ୍ତଙ୍କ ମନଖୁସି ହେଲା ପରି ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକ ପରେ ମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି ଯେ, ମନ୍ଦିର…

FICCI ସମ୍ମିଳନୀ; କୃଷି ଆଇନକୁ ନେଇ କଣ କହିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ୯୩ ତମ ବାର୍ଷିକ ସାଧାରଣ ସଭା (ଏଜିଏମ୍) ଏବଂ ଫେଡେରେସନ୍ ଅଫ୍ ଇଣ୍ଡିଆନ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ବାର୍ଷିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ସମୟରେ ସରକାର କୃଷି ଆଇନ…

ରାଜ୍ୟରେ ୧୮ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୮ ଶହ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୮ ଶହ ୨କୁ ବୃଦ୍ଧି ପାଇଛି । Regret to inform the demise of…

ଟାଇମ ପତ୍ରିକାରେ ୨୦୨୦ ଖରାପ ବର୍ଷ ଭାବେ ଚିହ୍ନିତ

ନୂଆଦିଲ୍ଲୀ: ବିଶ୍ୱର ପ୍ରତିଷ୍ଠିତ ପତ୍ରିକା ଟାଇମ ୨୦୨୦କୁ ଖରାପ ବର୍ଷ ଭାବେ ଚିହ୍ନିତ କରିଛି । ପତ୍ରିକା ତାର ମୂଖ୍ୟ ପୃଷ୍ଠାରେ ୨୦୨୦ ଲେଖି ନାଲି ରଙ୍ଗର ଛକି ଚିହ୍ନ ମାରିଛି । ସେହିପରି ଆମେରିକା ସଭାପତି ଜୋ ବାଇଡେନ ଓ ଉପ ସଭାପତି କମଳା ହ୍ୟାରିସଙ୍କୁ ବର୍ଷର ଶ୍ରେଷ୍ଠ ବ୍ୟକ୍ତି ଭାବେ…

କ୍ରାଇମବ୍ରାଞ୍ଚର ଖୁଲ୍ଲାସା: ଟାଟା ଏମଡି କହି ଠକିଛନ୍ତି ଜୁନିୟର ପାଠକ, ଚାକିରି ଆଶାୟୀଙ୍କଠାରୁ ନେଇଛନ୍ତି ପୁଳା ପୁଳା…

ଭୁବନେଶ୍ୱର: ଟାଟା ଏମଡି କହି ଲୋକଙ୍କୁ ଠକିଛନ୍ତି ଆକାଶ ପାଠକ । ଚାକିରି କରାଇ ଦେବାକୁ କହି ଆଶାୟୀଙ୍କଠାରୁ ପୁଳା ପୁଳା ଟଙ୍କା ନେଇଛନ୍ତି । ଜୁନିୟର ପାଠକଙ୍କ କାରସାଦିର କାରନାମା ସମ୍ପର୍କରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ । ଟାଟା ମୋଟର୍ସରେ ଚାକିରି…

-୫୧ ଡିଗ୍ରୀ ସେଲ୍‌ସିୟସ୍‌ରେ ବି ଏଠାରେ ଖୋଲିଥାଏ ସ୍କୁଲ୍‌

ନୂଆଦିଲ୍ଲୀ: ସାଇବେରିଆ ଦୁନିଆର ସବୁଠାରୁ ଶୀତଳ ସ୍ଥାନ ଭାବରେ ବିବେଚନା କରାଯାଏ ଏବଂ ଏଠାରେ ଦୁନିଆର ସବୁଠାରୁ ଶୀତଳ ବିଦ୍ୟାଳୟ ମଧ୍ୟ ଅବସ୍ଥିତ। ଯେଉଁଠାରେ ତାପମାତ୍ରା ପ୍ରାୟତ -୫୦ ଡିଗ୍ରୀ ସେଲସିୟସ୍ ରହିଥାଏ। ଏଠାରେ ଏତେ ଥଣ୍ଡା ପରେ ବି ଛୋଟ ପିଲାମାନେ ପାଠ ପଢିବା ପାଇଁ ଏହି ସ୍କୁଲରେ…

ରାଜ୍ୟର ୧୬ ଜିଲ୍ଲାରୁ ୧୦ରୁ କମ୍ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଦିନକରେ ୩୩୫ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୯୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୧୪୨ଟି ରହିଛି । ରାଜ୍ୟର ୨୭ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଥିବା ବେଳେ ୧୬…

ନିର୍ବାଚନ ଫଳାଫଳକୁ ନେଇ ଟ୍ରମ୍ପ ସମର୍ଥକଙ୍କ ୱାଶିଂଟନରେ ପୁନର୍ବାର ରାଲି ପ୍ରଦର୍ଶନ

ୱାଶିଂଟନ୍: ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍‌ ବିଜୟ ହାସଲ କରିଥିଲେ ଏବଂ ଟ୍ରମ୍ପ୍‌ ଏହି ନିର୍ବାଚନୀ ଲଢେଇରେ ହାରିଯାଇଥିଲେ। ରାଷ୍ଟ୍ରପତି ନିର୍ବାଚନରେ ​​ପରାଜୟ ପରେ ବି ଟ୍ରମ୍ପଙ୍କ ସମର୍ଥକମାନେ ଏହାକୁ ଗ୍ରହଣ କରିବାକୁ ନାରାଜ୍ ଏବଂ ଫଳାଫଳ ପରିବର୍ତ୍ତନ କରିବାକୁ…

ପ୍ରଣବଙ୍କ ପୁସ୍ତକରେ କଂଗ୍ରେସ ଭିତିରି କଥା: ୨୦୧୪ ନିର୍ବାଚନ ପରାଜୟ ପାଇଁ ସୋନିଆ ଓ ମନମୋହନ ଦାୟୀ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁସ୍ତକରେ ଉଲ୍ଲେଖ ରହିଛି କଂଗ୍ରେସର ଗୁମର । ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧି ଓ ପୂର୍ବତନ ପରଧାନମନ୍ତ୍ରୀ ମନମୋହନ ସିଂହ ଦାୟୀ । ଏକଥା ଲେଖିଛନ୍ତି ପ୍ରଣବ ମୁଖାର୍ଜୀ । ସେ ତାଙ୍କ ଅନୁଭୂତିର ପୁସ୍ତକ…

ଭାରସାମ୍ୟ ହରାଇ ଓଲଟିଲା ସ୍କର୍ପିଓ ଗାଡ଼ି, ଶଳା-ଭିଣୋଇ ମୃତ

ନୂଆପଡ଼ା: ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡ଼ିଲା ସ୍କର୍ପିଓ ଗାଡ଼ି । ଦୁର୍ଘଟଣାରରେ ଶଳା-ଭିଣୋଇଙ୍କର ମୃତ୍ୟୁ ହୋଇଛି । ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଟିମନପୁରଠାରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ହୋଇଛି । ମୃତକମାନେ ହେଲେ ଭିଣୋଇ କଲ୍ୟାଣ ବାଗ ଓ ଶାଳକ ଲଖନ…