ହୃଦଘାତର ଶିକାର ହେଲେ ରେମୋ ଡି’ ସୁଜା, ଆଇସିୟୁରେ ଭର୍ତ୍ତି !
ମୁମ୍ବାଇ: ହୃଦଘାତର ଶିକାର ହେଲେ କୋରିଓଗ୍ରାଫର୍ ତଥା ଫିଲ୍ମ ନିର୍ଦ୍ଦେଶକ ରେମୋ ଡି' ସୁଜା । ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି । ମିଳିଥିବା ରିପୋର୍ଟ ଅନୁଯାୟୀ ହାର୍ଟରେ ବ୍ଲକେଜ ହେବା ପରେ ରେମୋଙ୍କର ଆଂଜିଓଗ୍ରାଫୀ କରାଯାଇଛି ।…