Latest Odisha News

BREAKING NEWS

Yearly Archives

2020

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୭-୭-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୭ ରିଖ ମଙ୍ଗଳବାର ମିଥୁନ୨୩ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର ଆଜି: ବୋଇତି…

‘ଆଇଟିଇଆର’ର ପୂର୍ବତନ ଛାତ୍ରଙ୍କ ଦ୍ୱାରା ସେବା ପ୍ରଦାନକାରୀ ଷ୍ଟାର୍ଟଅପ୍ ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କେତେକ ପୂର୍ବତନ ଛାତ୍ର ଗ୍ରାହକମାନଙ୍କ ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ଏକ ଷ୍ଟାର୍ଟଅପ୍ ଆରମ୍ଭ କରିଛନ୍ତି । ହୋମ୍…

୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ସ୍ୱଦେଶ ବାହୁଡିବା ପାଇଁ କହିଲେ ଟ୍ରମ୍ପ ସରକାର

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଆମେରିକା ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କରୋନା ଭାଇରସ ସଂକ୍ରମଣକୁ ନେଇ ଆମେରିକା ଏହି ପଦକ୍ଷେପ ଗ୍ରହଣ କରିଛି । ଏବେ ଅନ ଲାଇନରେ ପାଠ ପଢ଼ାଯାଉଥିବାରୁ ଏଠାରେ ନ ରହି ନିଜ ନିଜ ଘରକୁ…

ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ହଟିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ବାଦ୍ ପଡିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର । ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବା ଦେଖି ଫେସ ମାସ୍କ ଏବଂ ସାନିଟାଇଜରର ଗୁରୁତ୍ୱକୁ ବିଚାରକୁ ନେଇ ଭାରତ ସରକାର ମାର୍ଚ୍ଚ ମାସରେ ଏହି ଦୁଇଟି ଜିନିଷକୁ ଏସେନସିଆଲ୍ କମୋଡିଟିସ୍ ଆକ୍ଟରେ…

ପୁଣି ସୁସ୍ଥ ହେଲେ ୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏଥିସହ ସୁସ୍ଥ ହାର ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ପୁଣି ରାଜ୍ୟରେ ୨୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ଆରୋଗ୍ୟ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି । 5 from Angul & Cuttack 4 each…

୯ରୁ ୧୩ ଗଞ୍ଜାମର ସବୁ ସହରାଞ୍ଚଳ ସଟ୍‌ଡାଉନ୍‌

ବ୍ରହ୍ମପୁର: ରାଜ୍ୟରେ ଜାରି ରହିଛି କରୋନାର ଆତଙ୍କ । କରୋନାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଗଂଜାମ ଜିଲ୍ଲା । ତେଣୁ ଜୁଲାଇ ୯ରୁ ୧୩ ଯାଏଁ ଗଂଜାମର ସବୁ ସହରାଞ୍ଚଳ ସଟ୍‌ଡାଉନ୍ ରହିବ । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଘୋଷଣା କରିଛନ୍ତି । ୫ଟି ବ୍ଲକ ସଦର ମହକୁମା ଓ ୧୭ଟି…

ଧୋନୀ @୩୯ : ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ରୋଚକ କଥା

ଭୁବନେଶ୍ୱର: କ୍ୟାପଟେନ କୁଲ ତଥା ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । କ୍ରିକେଟ ଦୁନିଆର ଏହି ବେତାଜ ବାଦଶାହାଙ୍କର ଆଜି ହେଉଛି ୩୯ ତମ ଜନ୍ମ ଦିବସ । ଝାଡଖଣ୍ଡର ପ୍ରଥମ ଅନ୍ତରାଷ୍ଟ୍ରୀୟ କ୍ରିକେଟର ଯିଏକି ୨୩ ବର୍ଷ ବୟସରେ ଭାରତୀୟ ଦଳରେ ପାଦ ଦେଇଥିଲେ । ଏହି…

ସେପ୍ଟେମ୍ବର ସୁଦ୍ଧା ପରୀକ୍ଷା ସାର: ୟୁଜିସି

ନୂଆଦିଲ୍ଲୀ: ସେପ୍ଟେମ୍ବର ଶେଷ ସୁଦ୍ଧା ଯୁକ୍ତ ୩ ଶେଷ ବର୍ଷ ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସାର । ଏନେଇ ସମସ୍ତ କଲେଜ ଅଧ୍ୟକ୍ଷ ଓ ବିଶ୍ୱବିଦ୍ୟାଳୟର କୂଳପତିମାନଙ୍କୁ ପତ୍ର ଲେଖିଛି ୟୁଜିସି । ଏପ୍ରିଲ ଗାଇଡ଼ଲାଇନ ଅନୁସାରେ ପୂର୍ବ ନିଷ୍ପତ୍ତି ନିଆଯାଇଥିଲା। ଯାହା ପରିବର୍ଦ୍ଧିତ କମିଟି,…

ସୁଶାନ୍ତଙ୍କ ଦିଲ ବେଚାରା ୟୁଟ୍ୟୁବରେ ଚହଳ ପକାଉଛି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ପରଲୋକରେ ଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏବେ ମଧ୍ୟ ତାଙ୍କୁ ମନେ ରଖିଛନ୍ତି । ଦିଲ ବେଚାରା ଟ୍ରେଲରରୁ ଏହା ସ୍ପଷ୍ଟ ପ୍ରମାଣିତ । ମାତ୍ର ୨୪ ଘଂଟା ମଧ୍ୟରେ ଏହା ୟୁଟ୍ୟୁବରେ ରେକର୍ଡ ସଂଖ୍ୟକ ଦର୍ଶକ ଜୁଟାଇଛି କହିଲେ ଭୁଲ ହେବନି । ସୋମବାର ଅପରାହ୍ନ…

ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ବଢ଼ି ଚାଲିଛି କରୋନା । ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ଏହାକୁ ନଜରରେ ରଖି ପୂର୍ବତଟ ରେଲୱେ ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ କରିଛି । ରାଜ୍ୟ ରାଜ୍ୟ ଭିତରେ ଚାଲୁଥିବା ତିନୋଟି ସ୍ୱତନ୍ତ୍ର ଟ୍ରେନ୍ ସମ୍ବଲପୁର-ଖୋର୍ଦ୍ଧା ରୋଡ୍‌-ସମ୍ବଲପୁର…