Latest Odisha News

BREAKING NEWS

Yearly Archives

2020

ସମସ୍ତେ ପରାଜିତ ହେଉଥିବା ଏକ ପ୍ରତିଯୋଗିତା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଭାରତର ଯୁବ ସମାଜ ସଂପ୍ରତି ଏକ ଘଡ଼ିସନ୍ଧି ପରିସ୍ଥିତି ଦେଇ ଗତି କରୁଛି । ଏହି ପରିସ୍ଥିତି ତିଆରି ପାଇଁ ଅନେକାଂଶରେ ଆମେ ସମସ୍ତେ ଦାୟୀ । ଆମ ଶିକ୍ଷା ବ୍ୟବସ୍ଥା, ସଫଳତାର ପ୍ରଚଳିତ ମାପକାଠି, ଉନ୍ନତି ତଥା ବିକାଶର ଭ୍ରମାତ୍ମକ…

ଯାଜପୁରରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଯୁବକ ମୃତ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଛକ ନିକଟରେ ଥିବା ପାତ୍ର ପେଟ୍ରୋଲ ପମ୍ପ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ। ଫଳରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ…

କଟକରୁ ଚିହ୍ନଟ ହେଲେ ଆଉ ୨୯ ନୂଆ ଆକ୍ରାନ୍ତ: ମୋଟ ସଂଖ୍ୟା ୮୫୫ କୁ ବୃଦ୍ଧି

କଟକ: ଗତ ୨୪ ଘଣ୍ଟାରେ ଆଉ ୨୯ ନୂଆ ଆକ୍ରାନ୍ତଙ୍କ ସହ କଟକ ଜିଲ୍ଲାରେ ୮୫୫ ଛୁଇଁଛି ମୋଟ କରୋନା ମାମଲା । ଜିଲ୍ଲା ପ୍ରଶାସନ ଦେଇଥିବା ସୁଚନା ଅନୁଯାୟୀ, କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)ରୁ ୫ ଜଣ ଏବଂ ବାଡ଼ମ୍ବା ଅଞ୍ଚଳରୁ ୫ ଜଣ, ବାଙ୍କିରୁ ୧୨ ଜଣ, ନରସିଂହପୁର ଓ ନିଆଳିରୁ ୨ ଜଣ…

ସୋସିଆଲ ସାଇଟରେ ଝଡ ସୃଷ୍ଟି କରିଛି ସୁନ୍ଦରୀ ହାତୀ ବବ୍ କଟ ସୋଙ୍ଗାମାଲମ

ମାଡ୍ରାସ: ତାମିଲନାଡୁର ରାଜଗୋପାଳସ୍ୱାମୀ ମନ୍ଦିରରେ ଥିବା ଗୋଟିଏ ହାତୀ ଏବେ ସୋସିଆଲ ମିଡିଆରେ ବେଶ୍ ଲୋକପ୍ରିୟ ହୋଇଛି । ଏହି ହାତୀର ନାମ ବବ୍ କଟ ସେଙ୍ଗାମାଲାମ । ହାତୀଟି ଲୋକପ୍ରିୟ ହେବାର ମୁଖ୍ୟ କାରଣ ହେଲା ଏହାର ହେୟାର ଷ୍ଟାଇଲ । ଆଇଏଏସ ସୁଧା ରମଣ ହାତୀର ଫଟୋ ଶେୟାର କରିବା ପରେ ଏହା…

ପୁଣି ବଲିଉଡକୁ ଝଟକା: ୭୬ ବର୍ଷରେ ପ୍ରାଣ ହରାଇଲେ ଚଳଚ୍ଚିତ୍ର ନିର୍ମାତା ହରିଶ ଶାହ

ମୁମ୍ବାଇ: ବଲିଉଡ ପାଇଁ ଅଶୁଭ ସବ୍ୟସ୍ତ ହୋଇଛ ୨୦୨୦ ବର୍ଷ । ଗଡି ଚାଲିଛି ଗୋଟିଏ ପରେ ଗୋଟିଏ ବଡ଼ ମୁଣ୍ଡ । ଆଯୁ ବଲିଉଡ଼କୁ ଲାଗିଛି ଆଉ ଏକ ଝଟକା । ୭୬ ବର୍ଷରେ ପ୍ରାଣ ହରାଇଛନ୍ତି ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ହରିଶ ଶାହ। ହରିଶ ଦୀର୍ଘ ଦିନ ହେବ କର୍କଟ ରୋଗରେ ଆକ୍ରାନ୍ତ ଥିଲେ।…

ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣା: ଡାକ୍ତର ଗିରଫ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାର ରାଏବଗା ପଞ୍ଚାୟତର ଜଣେ ୧୩ ବର୍ଷୀୟ ବାଳିକାକୁ ଦୁଷ୍କର୍ମ ଓ ଗର୍ଭପାତ କରାଇବା ଅଭିଯୋଗରେ ପୋଲିସ ମଙ୍ଗଳବାର ସରକାରୀ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ଗିରଫ କରିଛି। ସମ୍ପୃକ୍ତ ଡାକ୍ତର ଦେବାଶିଷ ଘୋଷ ଗତ ଜୁନ୍ ୧୫ରେ ବୀରମିତ୍ରପୁର ଗୋଷ୍ଠୀ…

କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ଗଞ୍ଜାମ ପୌରାଞ୍ଚଳର ଏହି ୪ ୱାର୍ଡ

ଗଞ୍ଜାମ: ଗଞ୍ଜାମରେ ଦିନକୁ ଦିନ ସଙ୍ଗିନ ହେଉଛି କରୋନା ସ୍ଥିତି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ପୌର ଅଞ୍ଚଳର ୪ଟି ୱାର୍ଡ଼କୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଳା ପ୍ରଶାସନ। ଏହି ଅଞ୍ଚଳରୁ ଦୁଇଜଣ କରୋନା ପଜେଟିଭ ପରେ ପ୍ରଶାସନ ତରଫରୁ ଏହି ଘୋଷଣା କରଯାଇଛି । ପୌରାଞ୍ଚଳର…

ହାପି ବାର୍ଥଡେ ମାହି: ଏହି ସ୍ୱତନ୍ତ୍ର ଭିଡ଼ିଓ ମାଧ୍ୟମରେ ଶୁଭେଚ୍ଛା ଜଣାଇଲା ‘ସିଏସକେ’ ଟିମ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କର ଆଜି ହେଉଛି ଜନ୍ମ ଦିନ । ୩୯ ବର୍ଷରେ ପଦାର୍ପଣ କଲେ କ୍ୟାପଟେନ କୁଲ । ପ୍ରତିବର୍ଷ ସାଥିମାନେ ଧୋନୀଙ୍କ ଜନ୍ମଦିନ ବେଶ୍ ।ଧୁମଧାମରେ ପାଳନ କରନ୍ତି । ଏହାର ଭିଡ଼ିଓ ମଧ୍ୟ ରହିଛି । ତେବେ ଚଳିତ ଥର କରୋନା…

ଯିଏ ନପିନ୍ଧିବ ମାସ୍କ, ସିଏ କରିବ କରୋନା ଡ୍ୟୁଟି

ମଧ୍ୟପ୍ରଦେଶ: ରାଜଧାନୀ ଭୋପାଳରେ କରୋନା କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ଏଣିକି ବାହାରକୁ ବାହାରିଲେ ଯାହା ମୁହଁରେ ମାସ୍କ ନଥିବ ତାକୁ କଠୋର ଦଣ୍ଡ ଭୋଗିବାକୁ ପଡ଼ିବ । ଜରିମାନା ତ ଗଣିବ ତାସହ କରୋନା ଡ୍ୟୁଟି କରିବ । ଏଭଳି ନିର୍ଦ୍ଦେଶନାମା ଦେଇଛନ୍ତି ଭୋପାଳ ଜିଲ୍ଲାପାଳ ଅବିନାଶ…

ରାଜ୍ୟରେ ୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରେ ୪ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୪୨ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…