ଭିଜିଲାନ୍ସ ଜାଲରେ ଦେବଗଡ ପୌର ନିର୍ବାହୀ ଅଧିକାରୀ
ଦେବଗଡ: ଭିଜିଲାନ୍ସ ଜାଲରେ ଫସିଛନ୍ତି ଦେବଗଡ଼ ମୁନସିପାଲିଟିର ନିର୍ବାହୀ ଅଧିକାରୀ କୁଞ୍ଜ ପ୍ରଧାନ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଉପରେ ହୋଇଛି ଭିଜିଲାନ୍ସ ଚଢାଉ।
ସୂଚନାନୁସାରେ, ଭିଜିଲାନ୍ସର ୪ ଟି ଟିମ ଏକ ସମୟରେ ୪ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି। ନିର୍ବାହୀ…