କରୋନା ପଜିଟିଭ ଚିହ୍ନଟ ହେଲେ କଟକ ଏସସିବିର ୭ କର୍ମଚାରୀ
କଟକ: ରବିବାର ଦିନ କଟକ ଜିଲ୍ଲାରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରେ ଅଛନ୍ତି ଏସସିବି ମେଡିକାଲର ୭ ଜଣ କର୍ମଚାରୀ ।ଏନେଇ ସରକାରୀ ସୂତ୍ରରୁ ରିପୋର୍ଟ ପ୍ରକାଶ।
ଏସସିବି କର୍ମଚାରୀଙ୍କ ବ୍ୟତୀତ ହସ୍ପିଟାଲର ଆଇସୋଲେସନ ୱାର୍ଡର ୪ ରୋଗୀ ଏବଂ ଶିଶୁ ଭବନର ଜଣେ ଶିଶୁ…