ସିଘୁଂ ବର୍ଡରରେ କୃଷକଙ୍କ ଆନ୍ଦୋଳନ ମଧ୍ୟରେ ୨ ପୋଲିସ ଅଧିକାରୀ କରୋନା ପଜିଟିଭ
ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ନୂତନ କୃଷି ଆଇନ ପ୍ରତ୍ୟାହାର ଜିଦରେ ଅଡିବସିଛନ୍ତି କୃଷକମାନେ।
ପଞ୍ଜାବ ସମେତ ଅନେକ ରାଜ୍ୟରୁ ହଜାର ହଜାର କୃଷକ ସିଘୁଂ, ଟିକ୍ରି, ଚିଲା ଏବଂ ଗାଜିପୁର ସୀମାରେ ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବରେ ବିରୋଧ କରୁଛନ୍ତି।…